ମାଥିଉ 4:16 - ଓଡିଆ ବାଇବେଲ16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା । Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା। Viz kapitolaପବିତ୍ର ବାଇବଲ (CL) NT (BSI)16 ଅନ୍ଧକାରରେ ବାସ କରୁଥିବା ଲୋକମାନେ ଗୋଟିଏ ଉଜ୍ଜ୍ୱଳ ଆଲୋକ ଦେଖିବେ ମୃତ୍ୟୁର ତିମିରାଚ୍ଛନ୍ନ ଅଞ୍ଚଳରେ ଥିବା ଲୋକମାନଙ୍କ ଉପରେ ସେହି ଆଲୋକ ପ୍ରକାଶ ପାଇବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।” Viz kapitolaପବିତ୍ର ବାଇବଲ16 ଯେଉଁ ଲୋକମାନେ ଅନ୍ଧାରରେ ରହୁଥିଲେ, ସେମାନେ ଏକ ମହାନ ଜ୍ୟୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶରେ ଯେଉଁମାନେ ରହୁଥିଲେ, ସେମାନଙ୍କ ଉପରେ ଜ୍ୟୋତିର ଉଦୟ ହେଲା।” Viz kapitola |