ମାଥିଉ 4:7 - ଓଡିଆ ବାଇବେଲ7 ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯୀଶୁ ତାହାକୁ କହିଲେ, ଆହୁରି ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)7 ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ତୁମ ପ୍ରଭୁ ଈଶ୍ୱରଙ୍କୁ ପରୀକ୍ଷା କର ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’” Viz kapitolaପବିତ୍ର ବାଇବଲ7 ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ର ଏ କଥା ମଧ୍ୟ କୁହେ, ‘ତୁମ୍ଭେ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।’” Viz kapitola |