ମାଥିଉ 5:15 - ଓଡିଆ ବାଇବେଲ15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ । Viz kapitolaପବିତ୍ର ବାଇବଲ (Re-edited) - (BSI)15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକଙ୍କୁ ଆଲୋକ ଦିଏ। Viz kapitolaପବିତ୍ର ବାଇବଲ (CL) NT (BSI)15 ଦୀପଟିଏ ଜାଳି କେହି ପାତ୍ର ତଳେ ଢ଼ାଙ୍କି ରଖେ ନାହିଁ। - ତାକୁ ଦୀପରୁଖା ଉପରେ ରଖେ ଏବଂ ତାହା ଘରେ ଥିବା ସମସ୍ତଙ୍କୁ ଆଲୋକ ଦିଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ। Viz kapitolaପବିତ୍ର ବାଇବଲ15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ। Viz kapitola |