Online Bible

- Reklamy -




ମାଥିଉ 5:21 - ଓଡିଆ ବାଇବେଲ

21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳରେ ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେକେହି ନରହତ୍ୟା କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 “ତୁମ୍ଭେମାନେ ଶୁଣିଛ; ପୁରାକାଳରୁ ଲୋକମାନଙ୍କୁ କୁହାଯାଇଛି, ‘ନରହତ୍ୟା କର ନାହିଁ। ଯେ ତାହା କରେ, ସେ ବିଚାରିତ ହେବ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’

Viz kapitola kopírovat

ପବିତ୍ର ବାଇବଲ

21 “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’

Viz kapitola kopírovat




ମାଥିଉ 5:21

Následuj nás:

Reklamy


Reklamy