Online Bible

- Reklamy -




ମାଥିଉ 5:32 - ଓଡିଆ ବାଇବେଲ

32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ, ଆଉ ଯେକେହି ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 କିନ୍ତୁ ମୁଁ କହୁଛି, ବ୍ୟଭିଚାର ଅପରା ବ୍ୟତୀତ ଅନ୍ୟ ଯେ କୌଣସି କାରଣ ଲାଗି ଜଣେ ତା’ ସ୍ତ୍ରୀକୁ ଛାଡ଼ପତ୍ର ଦେଲେ, ସେ ତାକୁ ବ୍ୟଭିଚାରିଣୀ କରାଇବା ଅପରାଧରେ ଦୋଷୀ ହେବ ଏବଂ ଯେଉଁ ବ୍ୟକ୍ତି ସେହି ସ୍ତ୍ରୀକୁ ବିବାହ କରିବ, ସେ ମଧ୍ୟ ବ୍ୟଭିଚାରିଣୀ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।

Viz kapitola kopírovat

ପବିତ୍ର ବାଇବଲ

32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କେହି ନିଜର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତାହାକୁ ବ୍ୟଭିଗ୍ଭର ଦୋଷରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ୟକ୍ତି ସହିତ ଯୌନ ସମ୍ପର୍କ ରଖିଥାଏ, ତେବେ କେବଳ ସେ ତାହାକୁ ଛାଡ଼ପତ୍ର ଦେଇ ପାରିବ। ଯଦି କୌଣସି ଲୋକ ଛାଡ଼ପତ୍ର ପାଇଥିବା ସେହି ପତ୍ନୀକୁ ବିବାହ କରେ, ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।

Viz kapitola kopírovat




ମାଥିଉ 5:32

Následuj nás:

Reklamy


Reklamy