Online Bible

- Reklamy -




ମାଥିଉ 5:34 - ଓଡିଆ ବାଇବେଲ

34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ଵର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ଵରଙ୍କ ସିଂହାସନ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ପ୍ରତିଜ୍ଞା କରିବାବେଳେ ରାଣ ନିୟମ ପକାଅ ନାହିଁ। ସ୍ୱର୍ଗ ନାମରେ ରାଣ ପକାଅ ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ;

Viz kapitola kopírovat

ପବିତ୍ର ବାଇବଲ

34 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ।

Viz kapitola kopírovat




ମାଥିଉ 5:34

Následuj nás:

Reklamy


Reklamy