Online Bible

- Reklamy -




ମାଥିଉ 5:36 - ଓଡିଆ ବାଇବେଲ

36 ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ତୁମ ମସ୍ତକର ରାଣ ପକାଅ ନାହିଁ, କାରଣ ଗୋଟିଏ କେଶ କଳା ବା ଧଳା କରିବାର ଶକ୍ତି ତୁମର ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

36 ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବ ନାହିଁ।

Viz kapitola kopírovat




ମାଥିଉ 5:36

Následuj nás:

Reklamy


Reklamy