ମାଥିଉ 5:37 - ଓଡିଆ ବାଇବେଲ37 କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ । Viz kapitolaପବିତ୍ର ବାଇବଲ (Re-edited) - (BSI)37 କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ। Viz kapitolaପବିତ୍ର ବାଇବଲ (CL) NT (BSI)37 “ତୁମେ ରାଣ ନିୟମ ନ ପକାଇ କେବଳ ‘ହଁ’ କିମ୍ବା ‘ନାହିଁ’ କୁହ। ଏହାଠାରୁ ଅଧିକ କଥା କହି ପ୍ରତିଜ୍ଞା କରିବା ଶୟତାନର ପ୍ରରୋଚନାରୁ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ। Viz kapitolaପବିତ୍ର ବାଇବଲ37 ଯଦି ତୁମ୍ଭେ ଠିକ୍ ମନେ କରୁଛ ତେବେ ‘ହଁ’ କୁହ ଏବଂ ତୁମ୍ଭେ ଯଦି ଭୁଲ୍ ବୋଲି ମନେ କରୁଛ ତେବେ ‘ନାଁ’ କୁହ। ‘ହଁ’ ବା ‘ନାଁ’ ଠାରୁ ଅଧିକା ବିଷୟ ପାପାତ୍ମାଠାରୁ ଆସିଥାଏ। Viz kapitola |