Online Bible

- Reklamy -




ମାଥିଉ 5:40 - ଓଡିଆ ବାଇବେଲ

40 ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ଆଉ, କେହି ଯଦି ତୁମ୍ଭ ସହିତ ବିଚାର ସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 ଯଦି କେହି ତୁମର କମିଜ୍ ନେବା ପାଇଁ ତୁମ ବିରୁଦ୍ଧରେ ନାଲିସ୍ କରି ତୁମକୁ ବିଚାରାଳୟକୁ ନିଏ, ତାକୁ ତୁମର କୋଟ୍ ମଧ୍ୟ ଦାନ କରିଦିଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ।

Viz kapitola kopírovat

ପବିତ୍ର ବାଇବଲ

40 ଯଦି କେହି ତୁମ୍ଭ ବିରୁଦ୍ଧରେ ବିଗ୍ଭରାଳୟରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନେବାକୁ ଇଚ୍ଛା କରେ, ତେବେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ୟଦେଇ ଦିଅ।

Viz kapitola kopírovat




ମାଥିଉ 5:40

Následuj nás:

Reklamy


Reklamy