ମାଥିଉ 5:42 - ଓଡିଆ ବାଇବେଲ42 ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)42 ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)42 “କେହି ଯଦି ତୁମକୁ କିଛି ଜିନିଷ ମାଗେ, ମନା ନ କରି ତାକୁ ଦିଅ। କେହି କିଛି ଧାର ମାଗିଲେ, ତାକୁ ତାହା ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ। Viz kapitolaପବିତ୍ର ବାଇବଲ42 ଯଦି କେହି ତୁମ୍ଭକୁ କିଛି ମାଗେ, ତେବେ ତାହା ତାହାକୁ ଦିଅ। କେହି ଯଦି ତୁମ୍ଭଠାରୁ ଧାର ନେବାକୁ ଇଚ୍ଛାକରେ, ତେବେ ତାହାକୁ ମନା କର ନାହିଁ। Viz kapitola |