ମାଥିଉ 5:45 - ଓଡିଆ ବାଇବେଲ45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)45 ଏହା କଲେ ଈଶ୍ୱରଙ୍କ ସନ୍ତାନ ବୋଲି ପରିଚିତ ହେବ। କାରଣ ଈଶ୍ୱର ଉତ୍ତମ ଓ ଅଧମ, ଉଭୟ ପ୍ରକାର ଲୋକଙ୍କୁ ସୂର୍ଯ୍ୟ କିରଣ ଦିଅନ୍ତି ଏବଂ ସତ୍କର୍ମ ଓ ଦୁଷ୍କର୍ମକାରୀ ସମସ୍ତଙ୍କୁ ବର୍ଷା ଯୋଗାଇ ଦିଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି। Viz kapitolaପବିତ୍ର ବାଇବଲ45 ତା'ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି। Viz kapitola |