Online Bible

- Reklamy -




ମାଥିଉ 5:47 - ଓଡିଆ ବାଇବେଲ

47 ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର ? ଅଣଯିହୂଦୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

47 “ଯଦି କେବଳ ତୁମ ବନ୍ଧୁମାନଙ୍କୁ ଅଭିବାଦନ କର, ତେବେ ତୁମେ କି ଅସାଧାରଣ କାର୍ଯ୍ୟ କରୁଛ? ଅଣବିଶ୍ୱାସୀମାନେ ମଧ୍ୟ ତାହା କରିଥାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?

Viz kapitola kopírovat

ପବିତ୍ର ବାଇବଲ

47 ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି?

Viz kapitola kopírovat




ମାଥିଉ 5:47

Následuj nás:

Reklamy


Reklamy