ମାଥିଉ 5:6 - ଓଡିଆ ବାଇବେଲ6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)6 ଈଶ୍ୱରଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କରିବାକୁ ଯେଉଁମାନଙ୍କର ଏକାନ୍ତ ଆକାଂକ୍ଷା, ସେମାନେ ଧନ୍ୟ, କାରଣ ଈଶ୍ୱର ସେମାନଙ୍କୁ ସନ୍ତୁଷ୍ଟ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। Viz kapitolaପବିତ୍ର ବାଇବଲ6 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ୟ, କାରଣ ସେମାନେ ସମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ। Viz kapitola |