ମାଥିଉ 6:15 - ଓଡିଆ ବାଇବେଲ15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)15 କିନ୍ତୁ ତୁମେ ଯଦି ଅନ୍ୟମାନଙ୍କୁ କ୍ଷମା ନ କର, ପିତା ଈଶ୍ୱର ମଧ୍ୟ ତୁମେ କରିଥିବା ଅପରାଧ ସବୁ କ୍ଷମା କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ। Viz kapitolaପବିତ୍ର ବାଇବଲ15 କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦେବ ନାହିଁ, ତେବେ ତୁମ୍ଭର ପରମପିତା ମଧ୍ୟ ତୁମ୍ଭ ଅପରାଧ ଗୁଡ଼ିକ ପାଇଁ ତୁମ୍ଭକୁ କ୍ଷମା ଦେବେ ନାହିଁ। Viz kapitola |