ମାଥିଉ 6:19 - ଓଡିଆ ବାଇବେଲ19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ, ପୁଣି ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)19 “ଏହି ପୃଥିବୀରେ ନିଜ ପାଇଁ ଧନ ସଞ୍ଚୟ କର ନାହିଁ। ଏଠାରେ ଘୂଣ ଲାଗି, କଳଙ୍କ ଧରି ସଞ୍ଚିତ ଧନ ନଷ୍ଟ ହୁଏ, କିମ୍ବା ଚୋରମାନେ ସିନ୍ଧି କରି ଚୋରି କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; Viz kapitolaପବିତ୍ର ବାଇବଲ19 “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। Viz kapitola |