ମାଥିଉ 6:25 - ଓଡିଆ ବାଇବେଲ25 ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କ'ଣ ଖାଇବ ବା କ'ଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କ'ଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ ବା କଅଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? Viz kapitolaପବିତ୍ର ବାଇବଲ (CL) NT (BSI)25 “ଅତଏବ ମୁଁ କହୁଛି, ଜୀବନ ଧାରଣ ନିମନ୍ତେ ଆବଶ୍ୟକୀୟ ଆହାର ଓ ପାନୀୟ ଓ ପିନ୍ଧିବା ଲାଗି ଆବଶ୍ୟକୀୟ ବସ୍ତ୍ର ପାଇଁ ବ୍ୟସ୍ତ ହୁଅ ନାହିଁ। ଖାଦ୍ୟପଦାର୍ଥଠାରୁ ଜୀବନ କ’ଣ ଅଧିକ ମୂଲ୍ୟବାନ ନୁହେଁ? ପୋଷାକପତ୍ରଠାରୁ ଶରୀର କ’ଣ ଅଧିକ ମୂଲ୍ୟବାନ ନୁହେଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? Viz kapitolaପବିତ୍ର ବାଇବଲ25 “ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟରେ ଚିନ୍ତା କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ୱପୂର୍ଣ୍ଣ। Viz kapitola |