Online Bible

- Reklamy -




ମାଥିଉ 6:26 - ଓଡିଆ ବାଇବେଲ

26 ଆକାଶର ପକ୍ଷୀଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି । ତୁମ୍ଭମାନେ କ'ଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଆକାଶର ପକ୍ଷୀଙ୍କି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ସେମାନଙ୍କୁ ଆହାର ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 “ଉଡ଼ନ୍ତା ପକ୍ଷୀମାନଙ୍କୁ ଲକ୍ଷ୍ୟ କର। ସେମାନେ ବିହନ ବୁଣନ୍ତି ନାହିଁ। ଫସଲ ଅମଳ କରି ଗୋଲାରେ ସଞ୍ଚୟ କରନ୍ତି ନାହିଁ। ତଥାପି ପିତା ଈଶ୍ୱର ସେମାନଙ୍କ ଯତ୍ନ ନେଇ ଖାଦ୍ୟ ଯୋଗାନ୍ତି। ତୁମ୍ଭେମାନେ କ’ଣ ପକ୍ଷୀମାନଙ୍କଠାରୁ ଅଧିକ ମୂଲ୍ୟବାନ୍ ନୁହଁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?

Viz kapitola kopírovat

ପବିତ୍ର ବାଇବଲ

26 ଆକାଶର ପକ୍ଷୀମାନଙ୍କୁ ଦେଖ ସେମାନେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ, ଅମାରରେ ଖାଦ୍ୟଶସ୍ୟ ବି ଜମେଇ ରଖନ୍ତି ନାହିଁ, ତଥାପି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ସେମାନଙ୍କୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣିଛ ଯେ, ତୁମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ଅଟ।

Viz kapitola kopírovat




ମାଥିଉ 6:26

Následuj nás:

Reklamy


Reklamy