Online Bible

- Reklamy -




ମାଥିଉ 6:27 - ଓଡିଆ ବାଇବେଲ

27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରି ପାରେ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ଦଣ୍ତେ ବୃଦ୍ଧି କରି ପାରେ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ବଞ୍ଚିବା ପାଇଁ ବ୍ୟସ୍ତ ହେବା ଦ୍ୱାରା ତୁମେ କ’ଣ ନିଜର ପରମାୟୁକୁ ମୁହୂର୍ତ୍ତେ ବଢ଼ାଇ ଦେଇ ପାରିବ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?

Viz kapitola kopírovat

ପବିତ୍ର ବାଇବଲ

27 ତୁମ୍ଭ ଭିତରେ ଏପରି କେହି ନାହିଁ, ଯେକି ଚିନ୍ତାଗ୍ରସ୍ତ ହୋଇ ନିଜ ଜୀବନକାଳ ସହିତ ଘଡ଼ିଏ ହେଲେ ସମୟ ଯୋଗ କରି ପାରିବ।

Viz kapitola kopírovat




ମାଥିଉ 6:27

Následuj nás:

Reklamy


Reklamy