ମାଥିଉ 6:28 - ଓଡିଆ ବାଇବେଲ28 ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ, Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆଉ, ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟ ବିବେଚନା କରି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେସବୁ ପରିଶ୍ରମ କରନ୍ତି ନାହିଁ, କିମ୍ଵା ସୂତା କାଟନ୍ତି ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)28 “ପୋଷାକପତ୍ର ପାଇଁ କାହିଁକି ବ୍ୟସ୍ତ ହେଉଛ; ଦେଖ, ବନଫୁଲଗୁଡ଼ିକ କିପରି ବଢ଼ନ୍ତି। ସେମାନେ ପରିଶ୍ରମ କରନ୍ତି ନାହିଁ କିମ୍ବା ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ, Viz kapitolaପବିତ୍ର ବାଇବଲ28 “ତୁମ୍ଭେ ପୋଷାକ ବିଷୟରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଦେଖ! ଦେଖ, ସେମାନେ କିପରି ଫୁଟୁଛନ୍ତି। ସେମାନେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ। Viz kapitola |