Online Bible

- Reklamy -




ମାଥିଉ 6:30 - ଓଡିଆ ବାଇବେଲ

30 କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାକୁ ଯେବେ ଈଶ୍ଵର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ଵାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତ ରୂପେ ବସ୍ତ୍ର ନ ଦେବେ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ଆଜି ପଡ଼ିଆରେ ଥିବା ଘାସ ହଏତ କାଲିକୁ ନ ଥିବ - କଟାହୋଇ ନିଆଁରେ ଜଳିଯିବ। କିନ୍ତୁ ସେଗୁଡ଼ିକୁ ମଧ୍ୟ ଈଶ୍ୱର କେତେ ସୁନ୍ଦର ପୋଷାକରେ ସଜାଇଛନ୍ତି। ତୁମକୁ ଲୁଗାପଟା ଯୋଗାଇ ଦେବା ପାଇଁ ସେ କ’ଣ ଅଧିକ ମନୋଯୋଗୀ ହେବେ ନାହିଁ? ତୁମ୍ଭମାନଙ୍କ ବିଶ୍ୱାସ ସତେ କେଡ଼େ କ୍ଷୀଣ!

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?

Viz kapitola kopírovat

ପବିତ୍ର ବାଇବଲ

30 ପଡ଼ିଆର ସେହି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲିରେ ପକେଇ ଦିଆଯିବ। ତଥାପି ଯଦି ପରମେଶ୍ୱର ତାକୁ ଏଭଳି ସୁନ୍ଦର ବେଶ ଦେଇଛନ୍ତି, ତେବେ ସେ କ’ଣ ତୁମ୍ଭକୁ ପିନ୍ଧିବା ପାଇଁ ଅଧିକ ଦେବେ ନାହିଁ? ତେବେ ତୁମ୍ଭେମାନେ କାହିଁକି ଏତେ ଅଳ୍ପ ବିଶ୍ୱାସ ରଖୁଛ?

Viz kapitola kopírovat




ମାଥିଉ 6:30

Následuj nás:

Reklamy


Reklamy