ମାଥିଉ 6:32 - ଓଡିଆ ବାଇବେଲ32 କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି । ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)32 କାରଣ ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ, ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ଜାଣନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)32 (ସତ୍ୟ ଈଶ୍ୱରଙ୍କୁ ଜାଣି ନ ଥିବା ଲୋକେ ଏହି ସବୁରେ ବ୍ୟତିବ୍ୟସ୍ତ ହୋଇ ପଡ଼ନ୍ତି) ଏସବୁ ବିଷୟ ତୁମର ଆବଶ୍ୟକ ବୋଲି ତୁମ ପିତା ଈଶ୍ୱର ଜାଣନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି। Viz kapitolaପବିତ୍ର ବାଇବଲ32 ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର। Viz kapitola |