Online Bible

- Reklamy -




ମାଥିଉ 6:7 - ଓଡିଆ ବାଇବେଲ

7 ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ପ୍ରାର୍ଥନା କରିବା ସମୟରେ ବିଜାତୀୟମାନଙ୍କ ପରି ଅନର୍ଥକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ତୁମ ପ୍ରାର୍ଥନାରେ ଅଣବିଶ୍ୱାସୀମାନଙ୍କ ପରି ଅନେକଗୁଡ଼ିଏ ଅର୍ଥହୀନ ଶବ୍ଦ ବ୍ୟବହାର କର ନାହିଁ। ସେମାନେ ମନେ କରନ୍ତି, ସେମାନଙ୍କର ପ୍ରାର୍ଥନା ଦୀର୍ଘ ହେେଲ ଈଶ୍ୱର ଶୁଣିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ

7 “ତୁମ୍ଭେ ପ୍ରାର୍ଥନା କଲାବେଳେ ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନଙ୍କ ଭଳି ନିରର୍ଥକ କଥା ବାରମ୍ବାର କୁହ ନାହିଁ। ସେମାନେ ଭାବନ୍ତି ଯେ, ବହୁତ କଥା କହିବା ଯୋଗୁଁ ତାହାଙ୍କ କଥା ପରମେଶ୍ୱର ଶୁଣିବେ।

Viz kapitola kopírovat




ମାଥିଉ 6:7

Následuj nás:

Reklamy


Reklamy