ମାଥିଉ 7:11 - ଓଡିଆ ବାଇବେଲ11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ ! Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ ! Viz kapitolaପବିତ୍ର ବାଇବଲ (CL) NT (BSI)11 ତୁମ୍ଭେ ନିଜର ଦୋଷ ଦୁର୍ବଳତା ସତ୍ତେ୍ୱ ପିଲାମାନଙ୍କୁ ଭଲ ଜିନିଷ ଦେଇଥାଅ। ଯେଉଁମାନେ ଈଶ୍ୱରଙ୍କୁ ମାଗନ୍ତି, ସେ ସେମାନଙ୍କୁ ଆହୁରି କେତେ ଭଲ ଜିନିଷ ପ୍ରଚୁରଭାବେ ନ ଦେବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ! Viz kapitolaପବିତ୍ର ବାଇବଲ11 ଏପରିକି ତୁମ୍ଭେ ମନ୍ଦ ଲୋକ ହୋଇ ମଧ୍ୟ ପିଲାମାନଙ୍କୁ କିଭଳି ଭଲ ଉପହାର ଦେବାକୁ ହୁଏ, ତାହା ତୁମ୍ଭେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା, ମାଗୁଥିବା ଲୋକକୁ ନିଶ୍ଚୟ କେତେ ଭଲ ଜିନିଷ ନ ଦେବେ! Viz kapitola |