Online Bible

- Reklamy -




ମାଥିଉ 7:14 - ଓଡିଆ ବାଇବେଲ

14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଜୀବନକୁ ଘେନିଯିବା ଦ୍ଵାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ଅନନ୍ତ ଜୀବନକୁ ପଡ଼ିଥିବା ରାସ୍ତା ଦୁର୍ଗମ ଓ ବାଟ ଖୋଜି ପାଆନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।

Viz kapitola kopírovat

ପବିତ୍ର ବାଇବଲ

14 ବାସ୍ତବ ଜୀବନ ପଥରେ ଥିବା ଫାଟକ ବହୁତ ଛୋଟ। ବାସ୍ତବ ଜୀବନ ଆଡ଼କୁ ଯିବା ରାସ୍ତା ବହୁତ କଠିନ। ଖୁବ୍ କମ୍ ଲୋକ ସେ ରାସ୍ତା ଖୋଜି ପାଆନ୍ତି।

Viz kapitola kopírovat




ମାଥିଉ 7:14

Následuj nás:

Reklamy


Reklamy