Online Bible

- Reklamy -




ମାଥିଉ 7:2 - ଓଡିଆ ବାଇବେଲ

2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 ଅନ୍ୟମାନଙ୍କ ଦୋଷ ବିଷୟରେ ତୁମେ ଯେପରି ଭାବରେ ବିଚାର କରିଥାଅ, ଈଶ୍ୱର ସେପରି ତୁମର ବିଚାର କରିବେ। ତୁମେ ଅନ୍ୟମାନଙ୍କ ପ୍ରତି ଯେଉଁ ନିୟମ ପ୍ରୟୋଗ କରୁଛ, ସେହି ନିୟମ ଈଶ୍ୱର ତୁମ ପ୍ରତି ମଧ୍ୟ ପ୍ରୟୋଗ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।

Viz kapitola kopírovat

ପବିତ୍ର ବାଇବଲ

2 ତୁମ୍ଭେ ଅନ୍ୟର ବିଗ୍ଭର କଲେ ଠିକ୍ ସେହିଭଳି ତୁମ୍ଭର ବି ବିଗ୍ଭର କରାଯିବ। ତୁମ୍ଭେ ଅନ୍ୟକୁ ଯେଉଁଥିରେ ତଉଲିବ, ପରମେଶ୍ୱର ତୁମ୍ଭକୁ ସେହିଥିରେ ତଉଲିବେ। ତୁମ୍ଭେ ଅନ୍ୟକୁ କ୍ଷମା ଦେଲେ ତୁମ୍ଭକୁ ବି କ୍ଷମା ଦିଆଯିବ।

Viz kapitola kopírovat




ମାଥିଉ 7:2

Následuj nás:

Reklamy


Reklamy