ମାଥିଉ 7:21 - ଓଡିଆ ବାଇବେଲ21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ । Viz kapitolaପବିତ୍ର ବାଇବଲ (Re-edited) - (BSI)21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ। Viz kapitolaପବିତ୍ର ବାଇବଲ (CL) NT (BSI)21 ଯେଉଁମାନେ ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ସେମାନେ ସମସ୍ତେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ। ଯେଉଁମାନେ ପିତା ଈଶ୍ୱରଙ୍କର ଇଚ୍ଛାଅନୁଯାୟୀ କାମ କରନ୍ତି, କେବଳ ସେହିମାନେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିପାରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ। Viz kapitolaପବିତ୍ର ବାଇବଲ21 “ମୋତେ ‘ପ୍ରଭୁ’ ‘ପ୍ରଭୁ’ କହୁଥିବା ପ୍ରତ୍ୟେକ ଲୋକ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁଯାୟୀ କାମ କରେ, ସେହି ବ୍ୟକ୍ତି କେବଳ ସେଠାରେ ପ୍ରବେଶ କରିବ। Viz kapitola |