ମାଥିଉ 7:25 - ଓଡିଆ ବାଇବେଲ25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)25 ବୃଷ୍ଟି ହେଲା, ବଢ଼ି ଆସିଲା, ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)25 ପ୍ରବଳ ବର୍ଷାହେଲା, ନଦୀ ଜଳ ବନ୍ଧ ଟପି ଉଛୁଳି ପଡ଼ିଲା ଓ ସେହି ଘର ଉପରେ ଅତି ବେଗରେ ପବନ ବହିଲା, କିନ୍ତୁ ସେହି ଘରଟି ଭୁଷୁଡ଼ି ପଡ଼ିଲା ନାହିଁ। କାରଣ ତାଡା ପଥର ଉପର ନିର୍ମିତ ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଲା ନାହିଁ, କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା। Viz kapitolaପବିତ୍ର ବାଇବଲ25 ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧକ୍କା ଦେଲା, କିନ୍ତୁ ତଥାପି ସେ ଘର ଭାଙ୍ଗିଲା ନାହିଁ। କାରଣ ତା'ର ମୂଳଦୁଆ ପଥର ଉପରେ ରହିଥିଲା। Viz kapitola |