Online Bible

- Reklamy -




ମାଥିଉ 7:27 - ଓଡିଆ ବାଇବେଲ

27 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ବୃଷ୍ଟି ହେଲା, ବଢ଼ି ଆସିଲା, ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି ତାହାର ପତନ ଭୟଙ୍କର ହେଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଘୋର ବର୍ଷା ହେଲା, ନଦୀ ପାଣି କୂଳ ଟପିଲା। ଜୋରରେ ପବନ ବହିଲା ଓ ଘରଟି ଭୂମିସାତ୍ ହେଲା। ଉକ୍ତ ପତନ କେଡ଼େ ଭୟଙ୍କର ସତେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”

Viz kapitola kopírovat

ପବିତ୍ର ବାଇବଲ

27 ବର୍ଷା ହେଲା, ବଢ଼ି ମାଡ଼ି ଆସିଲା, ପବନ ବହିଲା ଓ ସେ ଘରକୁ ଧ‌କ୍‌କା ଦେଲା ଏବଂ ସେହି ଘରଟି ପୁରାପୂରି ଭାଙ୍ଗି ପଡ଼ିଲା।”

Viz kapitola kopírovat




ମାଥିଉ 7:27

Následuj nás:

Reklamy


Reklamy