ମାଥିଉ 7:6 - ଓଡିଆ ବାଇବେଲ6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ଵା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)6 କୁକୁରକୁ ପବିତ୍ର ପଦାର୍ଥ ଦିଅ ନାହିଁ। କାରଣ ସେ ବୁଲିପଡ଼ି ତୁମକୁ ଆକ୍ରମଣ କରିପାରେ। ଘୁଷୁରି ଆଗରେ ମୁକ୍ତା ପକାଅ ନାହିଁ। ତା’ର ମୂଲ୍ୟ ନ ବୁଝି ତାକୁ ସେ କେବଳ ପାଦରେ ଦଳି ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ। Viz kapitolaପବିତ୍ର ବାଇବଲ6 “କୁକୁରମାନଙ୍କୁ ପବିତ୍ର ବସ୍ତୁ ଦିଅ ନାହିଁ, କାରଣ ସେମାନେ ବୁଲି ପଡ଼ି ତୁମ୍ଭକୁ କାମୁଡ଼ି ପାରନ୍ତି। ଘୁଷୁରିମାନଙ୍କ ଆଗରେ ନିଜର ମୋତି ପକାଅ ନାହିଁ, କାରଣ ସେମାନେ ମୋତିକୁ ଗୋଡ଼ରେ ଦଳି ଦେଇ ଗ୍ଭଲିଯିବେ। Viz kapitola |