Online Bible

- Reklamy -




ମାଥିଉ 8:13 - ଓଡିଆ ବାଇବେଲ

13 ଆଉ ଯୀଶୁ ଶତସେନାପତିଙ୍କୁ କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ । ସେହିକ୍ଷଣି ଦାସଟି ସୁସ୍ଥ ହେଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ ଯୀଶୁ ଶତସେନାପତିଙ୍କି କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ଵାସ କରିଅଛ, ତୁମ୍ଭ ପ୍ରତି ସେହିପରି ଘଟୁ। ସେହି ଦଣ୍ତରେ ଦାସଟି ସୁସ୍ଥ ହେଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ଯୀଶୁ ସେନାପତିଙ୍କୁ କହିଲେ, “ଘରକୁ ଯାଅ। ତୁମେ ଯାହା ବିଶ୍ୱାସ କରୁଛ, ତାହାହିଁ ଘଟିବ।” ଠିକ୍ ସେହି ସମୟରେ ସେନାପତିଙଙ୍କର କର୍ମଚାରୀଟି ସୁସ୍ଥ ହେଇଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, “ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।” ସେହିକ୍ଷଣି ଦାସଟି ସୁସ୍ଥ ହେଲା।

Viz kapitola kopírovat

ପବିତ୍ର ବାଇବଲ

13 ତା'ପରେ ଯୀଶୁ ସେନାପତିଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ।” ଠିକ୍ ସେହି ସମୟରେ ତାହାଙ୍କର ଦାସ ସୁସ୍ଥ ହୋଇଗଲା।

Viz kapitola kopírovat




ମାଥିଉ 8:13

Následuj nás:

Reklamy


Reklamy