ମାଥିଉ 8:24 - ଓଡିଆ ବାଇବେଲ24 ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ଯୀଶୁ ଶୟନ କରିଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)24 ହଠାତ୍ ହ୍ରଦରେ ଗୋଟିଏ ପ୍ରବଳ ଝଡ଼ ଉଠିଲା ଏବଂ ଡଙ୍ଗାଟି ପାଣିରେ ପୁଡ଼ି ଯିବାର ଆଶଙ୍କା ହେଲା। କିନ୍ତୁ ସେତେବେଳେ ଯୀଶୁ ଶୋଇ ପଡ଼ିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ। Viz kapitolaପବିତ୍ର ବାଇବଲ24 ସେହି ସମୟରେ ହ୍ରଦରେ ଭୟଙ୍କର ଝଡ଼ ହେଲା। ଲହଡ଼ିରେ ଡଙ୍ଗା ଓଲଟ ପାଲଟ ହୋଇ ପଡ଼ୁଥିଲା। କିନ୍ତୁ ଯୀଶୁ ଶୋଇ ଥିଲେ। Viz kapitola |