ମାଥିଉ 8:25 - ଓଡିଆ ବାଇବେଲ25 ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ । Viz kapitolaପବିତ୍ର ବାଇବଲ (Re-edited) - (BSI)25 ଆଉ, ସେମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ। Viz kapitolaପବିତ୍ର ବାଇବଲ (CL) NT (BSI)25 ଶିଷ୍ୟମାନେ ତାଙ୍କୁ ଉଠାଇ କହିଲେ, “ପ୍ରଭୁ, ଆମକୁ ରକ୍ଷା କରନ୍ତୁ। ନ ହେଲେ ଆମେ ବୁଡ଼ି ମରିଯିବୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ। Viz kapitolaପବିତ୍ର ବାଇବଲ25 ଶିଷ୍ୟମାନେ ଯୀଶୁଙ୍କ ପାଖରେ ଥିଲେ। ସେମାନେ ଯୀଶୁଙ୍କୁ ଉଠାଇଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର। ଆମ୍ଭେ ବର୍ତ୍ତମାନ ବୁଡ଼ି ମରିଯିବା ଉପରେ।” Viz kapitola |