Online Bible

- Reklamy -




ମାଥିଉ 8:26 - ଓଡିଆ ବାଇବେଲ

26 ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଯୀଶୁ ସେମାନଙ୍କୁ କହିଲେ, ହେ ଅଳ୍ପବିଶ୍ଵାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ସେତେବେଳେ ଯୀଶୁ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧୀରସ୍ଥିର ହେଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ଯୀଶୁ ଉତ୍ତର ଦେଲେ, “କାହିଁକି ଏଡ଼େ ଭୟଭୀତ ହେଉଛ? ତୁମେ ସବୁ କ’ଣ ଏଡ଼େ ଅଳ୍ପ ବିଶ୍ୱାସୀ?” ତା’ପରେ ସେ ଉଠି ପବନ ଓ ଲହରୀକୁ ସୁସ୍ଥିର ହେବା ପାଇଁ ଆଦେଶ ଦେଲେ। ସଙ୍ଗେ ସଙ୍ଗେ ସବୁ ଶାନ୍ତ ହୋଇଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।

Viz kapitola kopírovat

ପବିତ୍ର ବାଇବଲ

26 ଯୀଶୁ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି?” ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡ଼ିକୁ ଧମକ ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା, ତା'ପରେ ସେଠାରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା।

Viz kapitola kopírovat




ମାଥିଉ 8:26

Následuj nás:

Reklamy


Reklamy