Online Bible

- Reklamy -




ମାଥିଉ 8:29 - ଓଡିଆ ବାଇବେଲ

29 ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ଵରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ସେମାନେ ଯୀଶୁଙ୍କୁ ଦେଖିବା ମାତ୍ରେ ଚିକ୍ରାର କରି କହିଲେ, “ହେ ଈଶ୍ୱରଙ୍କ ପୁତ୍ର! ଆମଠାରୁ ତୁମେ ମ’ଣ ଚାହଁ? ଆମ ସମୟ ନ ହେଉଣୁ ଆମକୁ ମ’ଣ ଦଣ୍ଡ ଦେବାକୁ ଆସିଛ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?

Viz kapitola kopírovat

ପବିତ୍ର ବାଇବଲ

29 ସେମାନଙ୍କ ନିମନ୍ତେ କେହି ସେହି ବାଟେ ଯାଇପାରୁ ନ ଥିଲେ। ସେମାନେ ପାଟିକରି କହିଲେ, “ହେ ପରମେଶ୍ୱରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ଉପଯୁକ୍ତ ସମୟ ପୂର୍ବରୁ ତୁମ୍ଭେ କ’ଣ ଆମ୍ଭକୁ ଦଣ୍ଡ ଦେବା ପାଇଁ ଆସିଛ?”

Viz kapitola kopírovat




ମାଥିଉ 8:29

Následuj nás:

Reklamy


Reklamy