Online Bible

- Reklamy -




ମାଥିଉ 8:33 - ଓଡିଆ ବାଇବେଲ

33 ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହି ସବୁ ଜଣାଇଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ବୃତ୍ତା; ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ଘୁଷୁରି ଜଗୁଆଳିମାନେ ନିକଟସ୍ଥ ସହରକୁ ପଳାଇ ଯାଇ ଭୂତଗ୍ରସ୍ଥ ଲୋକ ପ୍ରତି କଅଣ ଘଟିଥିଲା ସ ଅନ୍ୟାନ୍ୟ ସମସ୍ତ କଥା ସେଠାରେ କହି ବୁଲିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ

33 ସେଠାରେ ଘୁଷୁରି ଚରାଉଥିବା ଲୋକେ ଥିଲେ। ସେମାନେ ନଗରକୁ ଦୌଡ଼ି ପଳାଇଲେ। ସେଠାରେ ଲୋକଙ୍କ ଆଗରେ ଘୁଷୁରିପଲ ଓ ଭୂତଗ୍ରସ୍ତ ଲୋକଙ୍କ ବିଷୟରେ ଯାହା ଯାହା ଘଟିଥିଲା, ସବୁକଥା ଗୋଟି ଗୋଟି କରି କହିଗଲେ।

Viz kapitola kopírovat




ମାଥିଉ 8:33

Následuj nás:

Reklamy


Reklamy