ମାଥିଉ 8:8 - ଓଡିଆ ବାଇବେଲ8 କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋ' ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ । Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୋ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। Viz kapitolaପବିତ୍ର ବାଇବଲ (CL) NT (BSI)8 ସେନାପତି କହିଲା, “ନା, ପ୍ରଭୁ, ଆପଣ ମୋ’ ଘରକୁ ଆସିବେ, ମୁଁ ଏହାର ଯୋଗ୍ୟ ନୁହେଁ। ଆପଣ କେବଳ ପଦଟିଏ କହି ଦିଅନ୍ତୁ, ମୋ’ କର୍ମଚାରୀ ଭଲ ହୋଇଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। Viz kapitolaପବିତ୍ର ବାଇବଲ8 ସେନାପତି ଉତ୍ତର ଦେଲେ, “ପ୍ରଭୁ, ଆପଣ ଯେ ମୋ’ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ୟ ନୁହେଁ। ଆପଣ କେବଳ ଆଦେଶ ଦେଇ ଦିଅନ୍ତୁ, ମୋର ଦାସ ଭଲ ହୋଇଯିବ। Viz kapitola |