ମାଥିଉ 8:9 - ଓଡିଆ ବାଇବେଲ9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ । Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ। Viz kapitolaପବିତ୍ର ବାଇବଲ (CL) NT (BSI)9 ମୋର ଉପରିସ୍ଥ କର୍ମଚାରୀଙ୍କ ଅଧୀନରେ ମୁଁ କାମ କଲେ ସୁଦ୍ଧା ମୋ’ ଅଧୀନରେ ଅନେକ ସୈନିକ ଅଛନ୍ତି। ସେମାନେଙ୍କ ଭିତରୁ ଜଣେକୁ ଯଦି ମୁଁ ‘ଯାଅ’ ବୋଲି ଆଦେଶ ଦିଏ, ସେ ଯାଏ। ଅନ୍ୟ ଜଣକୁ ‘ଆସ’ ବୋଲି କହିଲେ, ସେ ଆସେ। ମୋର ଦାସକୁ ‘ଏହା କର’ ବୋଲି କହିବା ମାତ୍ର ସେ ତାହା କରିଥାଏ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ। Viz kapitolaପବିତ୍ର ବାଇବଲ9 ମୁଁ ମଧ୍ୟ ଜଣେ ବଡ଼ ଅଧିକାରୀଙ୍କ ଅଧୀନରେ କାମ କରୁଛି। ମୋ’ ଅଧୀନରେ କେତେକ ସୈନ୍ୟ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁହେ, ‘ଯାଅ’, ତେବେ ସେ ଗ୍ଭଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁହେ, ‘ଆସ’, ତେବେ ସେ ଆସେ। ମୋର ଦାସକୁ ମୁଁ ଯଦି କୁହେ, ‘ଏହା କର’ ତେବେ ସେ ତାହା କରେ। ତୁମ୍ଭର ମଧ୍ୟ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।” Viz kapitola |