ମାଥିଉ 9:14 - ଓଡିଆ ବାଇବେଲ14 ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି ? Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? Viz kapitolaପବିତ୍ର ବାଇବଲ (CL) NT (BSI)14 ଏହାପରେ ଦିନେ ଜଳସୀକ୍ଷାଦାତା ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଆମେ ସ ଫଶରୁଶୀମାନେ ଏତେ ଥର ଉପବାସି କରୁଛି, ଆପଣଙ୍କ ଶିଷ୍ୟମାନେ କାହିଁକି କେବେହେଲେ ଉପବାସ କରୁନାହାନ୍ତି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? Viz kapitolaପବିତ୍ର ବାଇବଲ14 ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ, ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?” Viz kapitola |