ମାଥିଉ 9:15 - ଓଡିଆ ବାଇବେଲ15 ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି ? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେ-ବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ। Viz kapitolaପବିତ୍ର ବାଇବଲ (CL) NT (BSI)15 ଯୀଶୁ ଉତ୍ତର ସେଲେ, “ବିବାହ ଉତ୍ସବରେ ବର ଉପସ୍ଥିତ ଥିବାଯାଏ ଅତିଥିମାନେ କ’ଣ ଦୁଃଖ କରନ୍ତି? କଦାପି ନୁହେଁ। କିନ୍ତୁ ଦିନ ଆସିବ, ଯେତେବେଳେ ବର ଚରଲିଯିବେ; ସେତେବେଳେ ସେମାନେ ଉପବାସ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ। Viz kapitolaପବିତ୍ର ବାଇବଲ15 ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥିବ, ସେପର୍ଯ୍ୟନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡ଼େଇ ନିଆଯିବ। ସେତେବେଳେ ବରଯାତ୍ରୀମାନେ ଦୁଃଖୀ ହେବେ। ତା'ପରେ ସେମାନେ ଉପବାସ କରିବେ। Viz kapitola |