Online Bible

- Reklamy -




ମାଥିଉ 9:23 - ଓଡିଆ ବାଇବେଲ

23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକ-ସମୂହକୁ ଦେଖି କହିଲେ, ବାହାରିଯାଅ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ତା’ପରେ ଯୀଶୁ ସେହି ଇହୁଦୀ କର୍ମଚାରୀଙ୍କ ଘରେ ନହଞ୍ଚିଲେ। ସେଠାରେ ଅନ୍ତ୍ୟେଷ୍ଟିକ୍ରି ୟା ପାଇଁ ଡକାଯାଇଥିବା ବାଦ୍ୟକାର ଓ ଅନ୍ୟାନ୍ୟ ଲୋକମାନେ ଗୋଳମାଳ କରୁଥିବା ଦେଖି,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, “ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି”

Viz kapitola kopírovat

ପବିତ୍ର ବାଇବଲ

23 ତା'ପରେ ଯୀଶୁ ଯିହୂଦୀ ପ୍ରାର୍ଥନାଗୃହର ଅଧ୍ୟକ୍ଷଙ୍କ ଘରେ ପହଞ୍ଚିଲେ। ସେଠାରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।

Viz kapitola kopírovat




ମାଥିଉ 9:23

Následuj nás:

Reklamy


Reklamy