ମାଥିଉ 9:24 - ଓଡିଆ ବାଇବେଲ24 ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)24 ବାଳିକାଟି ତ ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (CL) NT (BSI)24 ଯୀଶୁ କହିଲେ, “ସମସ୍ତେ ଏଠାରୁ ବାହାରି ଯାଅ। ଝିଅଟି ମରି ନାହିଁ। କେବଳ ଶୋଇଛି।” ତାଙ୍କ କଥା ଶୁଣି ସେମାନେ ପରିହସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ24 ଯୀଶୁ ସମସ୍ତଙ୍କୁ କହିଲେ, “ବାହାରିଯାଅ। ଝିଅଟି ମରି ନାହିଁ। ସେ କେବଳ ଶୋଇ ପଡ଼ିଛି।” ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। Viz kapitola |