ମାଥିଉ 9:27 - ଓଡିଆ ବାଇବେଲ27 ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ । Viz kapitolaପବିତ୍ର ବାଇବଲ (Re-edited) - (BSI)27 ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ଵର କରି କହିବାକୁ ଲାଗିଲେ, ହେ ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। Viz kapitolaପବିତ୍ର ବାଇବଲ (CL) NT (BSI)27 ଯୀଶୁ ସେଠାରେ ପ୍ରସ୍ଥାନ କଳାବେଳେ ଦୁଇଜଣ ଅନ୍ଧ ତାଙ୍କ ଅନୁସରଣ କଲେ। ସେମାନେ ଚିତ୍କାର କରି କହୁଥିଲେ, “ହେ ଦାଉଦବଂଶଜ, ଆମକୁ ଦୟା କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ। Viz kapitolaପବିତ୍ର ବାଇବଲ27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର, ଆମ୍ଭମାନଙ୍କୁ ଦୟା କର।” Viz kapitola |