Online Bible

- Reklamy -




ମାଥିଉ 9:30 - ଓଡିଆ ବାଇବେଲ

30 ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

30 ସେହିକ୍ଷଣି ସେମନେ ଦୃଷ୍ଟିଶକ୍ତି ଫେରି ପାଇଲେ। ଯୀଶୁ ସେମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇ କହିଲେ, “ସାବଧାନ! କେହି ଯେପରି ଏକଥା ନ ଜାଣନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”

Viz kapitola kopírovat

ପବିତ୍ର ବାଇବଲ

30 ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।”

Viz kapitola kopírovat




ମାଥିଉ 9:30

Následuj nás:

Reklamy


Reklamy