Online Bible

- Reklamy -




ମାଥିଉ 9:35 - ଓଡିଆ ବାଇବେଲ

35 ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ଏଥିଉତ୍ତାରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର, ପୁଣି ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ଯୀଶୁ ପରିଭ୍ରମଣ କରି କରି ଆନକ ସହର ଓ ଗ୍ରାମକୁ ଗଲେ। ପ୍ରତ୍ୟକ ସ୍ଥାନରେ ସେ ସମାଜ ଗୃହରେ ଶିକ୍ଷା ଦେଲେ, ସ୍ୱର୍ଗରାଜ୍ୟର ଶୁଭବାର୍ତ୍ତା ପ୍ରଚାର କଲେ ଏବଂ ନାନା ଅସୁସ୍ଥ ଓ ରୋଗଗ୍ରସ୍ତ ଲୋକଙ୍କୁ ସୁସ୍ଥ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

35 ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କରେ ଉପଦେଶ ଦେଲେ, ଓ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରିଦେଲେ।

Viz kapitola kopírovat




ମାଥିଉ 9:35

Následuj nás:

Reklamy


Reklamy