ମାଥିଉ 9:36 - ଓଡିଆ ବାଇବେଲ36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)36 ଜନତାକୁ ଦେଖି ସେ ଦୟାରେ ବିଗଳିତ ହୋଇଗଲେ, କାରଣ ରକ୍ଷକବିହୀନ ମେଷପଲ ପରି ସେମାନେ ନତଃସହାୟ ଓ ବିପନ୍ନ ହେଉଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ। Viz kapitolaପବିତ୍ର ବାଇବଲ36 ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ମେଷପାଳକ ନ ଥିଲେ ମେଷପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସେହିଭଳି ନିରାଶା ଓ ଅସହାୟତାରେ ପୂର୍ଣ୍ଣଥିଲା। Viz kapitola |