ମାଥିଉ 9:37 - ଓଡିଆ ବାଇବେଲ37 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, Viz kapitolaପବିତ୍ର ବାଇବଲ (CL) NT (BSI)37 ତେଣୁ ସେ ଶିଷ୍ୟମାନଙ୍କୁ କହିଲେ, “ଫସଲ ପ୍ରଚୁର ହୋଇଛି, କିନ୍ତୁ ତାକୁ ସଂଗ୍ରହ କରିବା ପାଇଁ ଯଥେଷ୍ଟ ମୂଲିଆ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ, Viz kapitolaପବିତ୍ର ବାଇବଲ37 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି। Viz kapitola |