Online Bible

- Reklamy -




ମାଥିଉ 9:8 - ଓଡିଆ ବାଇବେଲ

8 ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତାହା ଦେଖି ଲୋକସମୂହ ଭୀତ ହେଲେ, ପୁଣି ଯେଉଁ ଈଶ୍ଵର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ଲୋକେ ଏହା ସେଖି ଶଙ୍କିତ ହେଲେ। କିନ୍ତିୁ କନୁଷ୍ୟକୁ ଏପରି ଅଧିକାର ଦେଇଥିବାରୁ ସେମାନେ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।

Viz kapitola kopírovat

ପବିତ୍ର ବାଇବଲ

8 ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।

Viz kapitola kopírovat




ମାଥିଉ 9:8

Následuj nás:

Reklamy


Reklamy