ମୀଖା 1:16 - ଓଡିଆ ବାଇବେଲ16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ତନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି। Viz kapitolaପବିତ୍ର ବାଇବଲ16 ଏଥିପାଇଁ ତୁମ୍ଭେମାନେ ତୁମ୍ଭର ମସ୍ତକକୁ ଲଣ୍ତା କର। ତୁମ୍ଭର ପ୍ରିୟ ସନ୍ତାନମାନଙ୍କ ପାଇଁ ବିଳାପ କର, ଶାଗୁଣା ପକ୍ଷୀ ପରି ମସ୍ତକ ମୁଣ୍ତନ କରି ତୁମ୍ଭର ଦୁଃଖ ଭାବକୁ ଦେଖାଅ କାରଣ ତୁମ୍ଭର ସନ୍ତାନମାନଙ୍କୁ ତୁମ୍ଭଠାରୁ କାଢ଼ି ନିଆଯିବ। Viz kapitola |