ମୀଖା 1:7 - ଓଡିଆ ବାଇବେଲ7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ତ ଖଣ୍ତ କରାଯିବ ଓ ତାହାର ବର୍ତ୍ତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ଵଂସ କରିବା; କାରଣ ବେଶ୍ୟାର ବର୍ତ୍ତନ ଦ୍ଵାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବର୍ତ୍ତନ ହୋଇଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ। Viz kapitolaପବିତ୍ର ବାଇବଲ7 ଏହି, ତା'ର ସମସ୍ତ ମୂର୍ତ୍ତି ଖଣ୍ତ ବିଖଣ୍ତିତ ହେବ। ଶମରିୟାର ସମସ୍ତ ଧନ ଅଗ୍ନିରେ ଦଗ୍ଧ କରାଯିବ। ସେହି ଭଣ୍ତ ଦେବତାର ମୂର୍ତ୍ତିଗୁଡ଼ିକୁ ଧ୍ୱଂସ କରାଯିବ। କାରଣ ଶମରିୟା ତା'ର ସମସ୍ତ ଧନ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇ ଅର୍ଜ୍ଜନ କରିଛି। ସେଥିପାଇଁ ଶମରିୟାର ଧନସମ୍ପଦସବୁ ବାହାର କରି ନିଆଯିବ ଏବଂ ପୁଣି ବେଶ୍ୟାମାନଙ୍କର ମଜୁରୀ ରୂପେ ତାହା ବ୍ୟବହାର କରାଯିବ। Viz kapitola |