Online Bible

- Reklamy -




ମୀଖା 2:11 - ଓଡିଆ ବାଇବେଲ

11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଯେବେ କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।

Viz kapitola kopírovat

ପବିତ୍ର ବାଇବଲ

11 ଯଦି କିଏ ଜଣେ ମିଥ୍ୟା ପ୍ରଗ୍ଭର କରେ ତେବେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କହେ, “ଭବିଷ୍ୟତରେ ପ୍ରଚୁର ଦ୍ରାକ୍ଷାରସ ଓ କଡ଼ା ସୁରା ମିଳିବ” ତେବେ ଏହି ଲୋକମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାଣୀକୁ ଗ୍ରହଣ କରିବେ।

Viz kapitola kopírovat




ମୀଖା 2:11

Následuj nás:

Reklamy


Reklamy